ଗୀତସଂହିତା 10:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଦୁଷ୍ଟ ଲୋକ କାହିଁକି ପରମେଶ୍ୱରଙ୍କୁ ଅବଜ୍ଞା କରେ ଓ “ତୁମ୍ଭେ ଅନୁସନ୍ଧାନ କରିବ ନାହିଁ” ବୋଲି ସେ ଆପଣା ମନେ ମନେ କହେ? Gade chapit laପବିତ୍ର ବାଇବଲ (Re-edited) - (BSI)13 ଦୁଷ୍ଟଲୋକ କାହିଁକି ପରମେଶ୍ଵରଙ୍କୁ ଅବଜ୍ଞା କରେ ଓ ତୁମ୍ଭେ ଅନୁସନ୍ଧାନ କରିବ ନାହିଁ ବୋଲି ସେ ଆପଣା ମନେ ମନେ କହେ? Gade chapit laଓଡିଆ ବାଇବେଲ13 ଦୁଷ୍ଟଲୋକ କାହିଁକି ପରମେଶ୍ୱରଙ୍କୁ ଅବଜ୍ଞା କରେ ଓ “ତୁମ୍ଭେ ଅନୁସନ୍ଧାନ କରିବ ନାହିଁ” ବୋଲି ସେ ଆପଣା ମନେ ମନେ କହେ ? Gade chapit laପବିତ୍ର ବାଇବଲ13 କାହିଁକି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାଆନ୍ତି? କାରଣ ସେମାନେ ଭାବନ୍ତି ଯେ, ସେ ତାଙ୍କୁ ଦଣ୍ଡ ଦେବେ ନାହିଁ। Gade chapit la |