ଗୀତସଂହିତା 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତାହାର ସମସ୍ତ ଗତି ସର୍ବଦା ଦୃଢ଼; ମାତ୍ର ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ୱବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତାହାର ସମସ୍ତ ଗତି ସର୍ବଦା ଦୃଢ଼; ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ଵବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ। Gade chapit laଓଡିଆ ବାଇବେଲ5 ତାହାର ସମସ୍ତ ଗତି ସର୍ବଦା ଦୃଢ଼; ମାତ୍ର ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ୱବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ। Gade chapit laପବିତ୍ର ବାଇବଲ5 ମନ୍ଦ ଲୋକମାନେ ସବୁବେଳେ ମନ୍ଦକାର୍ଯ୍ୟ କରିବାକୁ ମନ ବଳାନ୍ତି। ସେମାନେ ପରମେଶ୍ୱରଙ୍କ ବ୍ୟବସ୍ଥା ଓ ସମସ୍ତ ଉତ୍ତମ ଶିକ୍ଷାକୁ ଗ୍ରହଣ କରନ୍ତି ନାହିଁ। ପରମେଶ୍ୱରଙ୍କର ଶତ୍ରୁମାନେ ତାହାଙ୍କର ଉପଦେଶକୁ ଅବଜ୍ଞା କରନ୍ତି। Gade chapit la |