ଗୀତସଂହିତା 100:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ। Gade chapit laପବିତ୍ର ବାଇବଲ (Re-edited) - (BSI)5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ଥାଏ। Gade chapit laଓଡିଆ ବାଇବେଲ5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ। Gade chapit laପବିତ୍ର ବାଇବଲ5 ସଦାପ୍ରଭୁ ଉତ୍ତମ ଅଟନ୍ତି। ତାଙ୍କର ପ୍ରେମ ଚିରକାଳସ୍ଥାୟୀ। ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।
ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା