Biblia Todo Logo
Bib sou entènèt

- Piblisite -




ଗୀତସଂହିତା 101:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

Gade chapit la Kopi

ଓଡିଆ ବାଇବେଲ

1 ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

Gade chapit la Kopi

ପବିତ୍ର ବାଇବଲ

1 ମୁଁ ବିଶ୍ୱସ୍ତତା ଓ ସ୍ୱଚ୍ଛତାର ବିଷୟରେ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରଶଂସା କରିବି।

Gade chapit la Kopi




ଗୀତସଂହିତା 101:1
14 Referans Kwoze  

ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି।


ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ।


ହେ ପରମେଶ୍ୱର, ମୋʼ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।


ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ।


ଅତଏବ, ଈଶ୍ବରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ବରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ।


ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ୱନିରେ,


ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?


Swiv nou:

Piblisite


Piblisite