ଗୀତସଂହିତା 101:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି। Gade chapit laଓଡିଆ ବାଇବେଲ2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋ’ ନିକଟକୁ ଆସିବ ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି। Gade chapit laପବିତ୍ର ବାଇବଲ2 ମୁଁ ଯତ୍ନଶୀଳ ହୋଇ ସିଦ୍ଧ ପଥରେ ଜୀବନଯାପନ କରିବି। ହେ ସଦାପ୍ରଭୁ, କେବେ ତୁମ୍ଭେ ମୋ’ ନିକଟକୁ ଆସିବ। ମୁଁ ମୋ’ ରାଜପ୍ରାସାଦରେ ଧାର୍ମିକତା ଜୀବନଯାପନ କରିବି। Gade chapit la |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”