Biblia Todo Logo
Bib sou entènèt

- Piblisite -




ଗୀତସଂହିତା 101:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 କୁଟିଳ ଅନ୍ତଃକରଣ ମୋ’ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ମୁଁ ଦୁଷ୍ଟତାଠାରୁ ଦୂରରେ ରହିବି, ମୁଁ ମନ୍ଦକାର୍ଯ୍ୟରୁ ଦୂରେଇ ରହିବି।

Gade chapit la Kopi




ଗୀତସଂହିତା 101:4
15 Referans Kwoze  

କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର।


ତଥାପି ଈଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।


ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟ ରୂପେ କହିବି, ‘ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ।’


ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ।


ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।”


ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳ ମୁଖ ମୁଁ ଘୃଣା କରେ।


ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ।


କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ।


ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।


ଆଉ ଟୋକାଇରେ ଗୋଟିଏ ଝରକା ବାଟେ ପ୍ରାଚୀର ଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି, ମୁଁ ତାହାଙ୍କ ହସ୍ତରୁ ରକ୍ଷା ପାଇଲି।


ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ।


ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।


ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳ-ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।


Swiv nou:

Piblisite


Piblisite