Biblia Todo Logo
Bib sou entènèt

- Piblisite -




ଗୀତସଂହିତା 101:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଦେଶର ବିଶ୍ଵସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।

Gade chapit la Kopi

ଓଡିଆ ବାଇବେଲ

6 ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋ’ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।

Gade chapit la Kopi

ପବିତ୍ର ବାଇବଲ

6 ସମଗ୍ର ଦେଶରେ ସେହି ବିଶ୍ୱସ୍ତ ଲୋକମାନଙ୍କ ଉପରେ ଦୃଷ୍ଟି ରଖି ଭରସା କରାଯାଇପାରିବ, ଯାହା ଫଳରେ ସେମାନେ ମୋ’ ପାଇଁ ମୋର ରାଜପ୍ରାସାଦ କାମ କରି ପାରିବେ। କେବଳ ଶୁଦ୍ଧ ପଥରେ ଜୀବନଯାପନ କରୁଥିବା ଲୋକମାନେ ହିଁ ମୋର ସେବକ ହୋଇ ପାରିବେ।

Gade chapit la Kopi




ଗୀତସଂହିତା 101:6
16 Referans Kwoze  

ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।


ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,


ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।


କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।”


“ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ?


ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।


ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।


ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି।


ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।


ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।


ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ।


Swiv nou:

Piblisite


Piblisite