ଗୀତସଂହିତା 102:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ। Gade chapit laଓଡିଆ ବାଇବେଲ12 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ। Gade chapit laପବିତ୍ର ବାଇବଲ12 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର। ତୁମ୍ଭର ନାମ ଚିରଦିନ ପାଇଁ ଗ୍ଭଲୁ ରହିଥିବ। Gade chapit la |
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’