Biblia Todo Logo
Bib sou entènèt

- Piblisite -




ଗୀତସଂହିତା 102:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସଦାପ୍ରଭୁ ଜୀବନର ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେ ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।

Gade chapit la Kopi

ଓଡିଆ ବାଇବେଲ

23 ସଦାପ୍ରଭୁ ଜୀବନର ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।

Gade chapit la Kopi

ପବିତ୍ର ବାଇବଲ

23 ମୋର ଜୀବନର ମଝିରେ ସଦାପ୍ରଭୁ ମୋର ବଳକୁ ହ୍ରାସ କରି, ସେ ମୋର ଆୟୁ ଊଣା କରିଛନ୍ତି।

Gade chapit la Kopi




ଗୀତସଂହିତା 102:23
10 Referans Kwoze  

କାରଣ ମଧ୍ୟଭାଗରୁ ତାହାର ମାସ-ସଂଖ୍ୟା କଟାଗଲେ, ତାହାର ପଶ୍ଚାଦ୍‍ବର୍ତ୍ତୀ ବଂଶରେ କି ତାହାର କିଛି ସନ୍ତୋଷ ଥାଏ?


ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।


ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।


Swiv nou:

Piblisite


Piblisite