Biblia Todo Logo
Bib sou entènèt

- Piblisite -




ଗୀତସଂହିତା 102:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମୁଁ କହିଲି, “ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମୁଁ କହିଲି, ହେ ମୋହର ପରମେଶ୍ଵର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ;

Gade chapit la Kopi

ଓଡିଆ ବାଇବେଲ

24 ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।

Gade chapit la Kopi

ପବିତ୍ର ବାଇବଲ

24 ତେଣୁ ମୁଁ କହିଲି, “ମୋ’ ପରମେଶ୍ୱର ଯୁବାବସ୍ଥାରେ ମୋର ପ୍ରାଣ ନିଅ ନାହିଁ। ତୁମ୍ଭେ ଚିରଦିନ ଅମର।

Gade chapit la Kopi




ଗୀତସଂହିତା 102:24
10 Referans Kwoze  

ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋʼ ଠାରୁ ଦୃଷ୍ଟି ଫେରାଅ।”


ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳ ସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।


ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।


“ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ,” ସେହି ପ୍ରଭୁ ଈଶ୍ବର କହନ୍ତି, “ଆମ୍ଭେ ଆରମ୍ଭ ଓ ଶେଷ।”


ଯୋହନ ଏସିଆ ଅଞ୍ଚଳରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ


ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।


ଦେଖ, ପରମେଶ୍ୱର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ।


ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ?


Swiv nou:

Piblisite


Piblisite