Biblia Todo Logo
Bib sou entènèt

- Piblisite -




ଗୀତସଂହିତା 102:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୋହର ହାହାକାର ଶବ୍ଦ ସକାଶୁ ମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୋହର ହାହାକାର ଶଦ୍ଦ ସକାଶୁ ମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ।

Gade chapit la Kopi

ଓଡିଆ ବାଇବେଲ

5 ମୋହର ହାହାକାର ଶବ୍ଦ ସକାଶୁ ମୋ’ ଅସ୍ଥିସବୁ ମୋ’ ମାଂସରେ ଲାଗି ରହେ।

Gade chapit la Kopi

ପବିତ୍ର ବାଇବଲ

5 ମୋର ଦୁଃଖ ସକାଶୁ ବର୍ତ୍ତମାନ ମୁଁ ଖାଲି ଚର୍ମ ଏବଂ ଅସ୍ଥି ହୋଇଛି।

Gade chapit la Kopi




ଗୀତସଂହିତା 102:5
10 Referans Kwoze  

ମୋʼ ମାଂସ ଓ ଚର୍ମରେ ମୋହର ଅସ୍ଥି ଲାଗି ଯାଇଅଛି ଓ ମୁଁ ଚର୍ମାବଶିଷ୍ଟଦନ୍ତ ହୋଇ ବଞ୍ଚିଅଛି।


ସେମାନଙ୍କର ମୁଖ ଅଙ୍ଗାର ଅପେକ୍ଷା କଳା ବର୍ଣ୍ଣ; ସେମାନେ ଦାଣ୍ଡରେ ଚିହ୍ନା ଯାʼନ୍ତି ନାହିଁ; ସେମାନଙ୍କର ଚର୍ମ ଅସ୍ଥିରେ ଲାଗି ରହିଅଛି; ତାହା କାଷ୍ଠ ପରି ଶୁଷ୍କ ହୋଇଅଛି,


ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।


ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।


ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।


ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।


ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ।


ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟାଯାଇ ଶୁଖଇ।


Swiv nou:

Piblisite


Piblisite