ଗୀତସଂହିତା 102:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୋʼ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋʼ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋʼ ନାମ ନେଇ ଅଭିଶାପ ଦିଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ମୋʼ ଶତ୍ରୁମାନେ ଦିନଯାକ ମୋତେ ନିନ୍ଦା କରନ୍ତି; ମୋʼ ବିରୁଦ୍ଧରେ ରାଗାନ୍ଧ ଲୋକମାନେ ମୋʼ ନାମ ନେଇ ଶାପ ଦିଅନ୍ତି। Gade chapit laଓଡିଆ ବାଇବେଲ8 ମୋ’ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋ’ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋ’ ନାମ ନେଇ ଅଭିଶାପ ଦିଅନ୍ତି। Gade chapit laପବିତ୍ର ବାଇବଲ8 ମୋର ଶତ୍ରୁଗଣ ମୋତେ ସର୍ବଦା ଅପମାନିତ କରନ୍ତି। ମୋତେ ସେମାନେ ପରିହାସ କରନ୍ତି। Gade chapit la |