ଗୀତସଂହିତା 103:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ। Gade chapit laପବିତ୍ର ବାଇବଲ (Re-edited) - (BSI)11 କାରଣ ପୃଥିବୀରୁ ଆକାଶମଣ୍ତଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ। Gade chapit laଓଡିଆ ବାଇବେଲ11 କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ। Gade chapit laପବିତ୍ର ବାଇବଲ11 ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ। Gade chapit la |