ଗୀତସଂହିତା 103:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କ-ଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି। Gade chapit laଓଡିଆ ବାଇବେଲ12 ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି। Gade chapit laପବିତ୍ର ବାଇବଲ12 ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି। Gade chapit la |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”