Biblia Todo Logo
Bib sou entènèt

- Piblisite -




ଗୀତସଂହିତା 103:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 କିନ୍ତୁ ଯେତେବେଳେ ଗରମ ପବନ ବହେ, ଏହା ମରିଯାଏ। ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।

Gade chapit la Kopi




ଗୀତସଂହିତା 103:16
8 Referans Kwoze  

ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ୱରୂପ।


ଯେଉଁ ଚକ୍ଷୁ ତାହାକୁ ଦେଖିଲା, ଆଉ ତାହାକୁ ଦେଖିବ ନାହିଁ; କିଅବା ତାହାର ବାସସ୍ଥାନ ତାହାକୁ ଆଉ ଦେଖିବ ନାହିଁ।


ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ?


ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।


ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା?” ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;


Swiv nou:

Piblisite


Piblisite