ଗୀତସଂହିତା 104:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ୱରଙ୍କଠାରୁ ଆହାର ଚାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)21 ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ଵରଙ୍କଠାରୁ ଆହାର ଚାହାନ୍ତି। Gade chapit laଓଡିଆ ବାଇବେଲ21 ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ୱରଙ୍କଠାରୁ ଆହାର ଚାହାନ୍ତି। Gade chapit laପବିତ୍ର ବାଇବଲ21 ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜନ କରନ୍ତି। ସତେ ଯେପରି ସେମାନେ ପରମେଶ୍ୱରଙ୍କଠାରୁ ଆହାର ଲୋଡ଼ନ୍ତି। Gade chapit la |
କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।