ଗୀତସଂହିତା 104:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ଜଳରାଶି ଉପରେ ଆପଣା କୋଠରୀର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ। Gade chapit laଓଡିଆ ବାଇବେଲ3 ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ। Gade chapit laପବିତ୍ର ବାଇବଲ3 ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ। ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଅଛ। ତୁମ୍ଭେ ବାୟୁ ରୂପକ ପକ୍ଷ ଦ୍ୱାରା ଆକାଶରେ ଗମନାଗମନ କରୁଅଛ। Gade chapit la |