Biblia Todo Logo
Bib sou entènèt

- Piblisite -




ଗୀତସଂହିତା 104:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ।

Gade chapit la Kopi

ଓଡିଆ ବାଇବେଲ

8 ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ

8 ସେହି ପାଣିସବୁ ପର୍ବତ ଉପରୁ ଉପତ୍ୟକାକୁ ବହିଗଲା ଏବଂ ତା'ପରେ ତୁମ୍ଭେ ସୃଷ୍ଟି କରିଥିବା ସ୍ଥାନକୁ ବହିଗଲା।

Gade chapit la Kopi




ଗୀତସଂହିତା 104:8
3 Referans Kwoze  

ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।


ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।


ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;


Swiv nou:

Piblisite


Piblisite