Biblia Todo Logo
Bib sou entènèt

- Piblisite -




ଗୀତସଂହିତା 108:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ପରମେଶ୍ଵର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।

Gade chapit la Kopi

ଓଡିଆ ବାଇବେଲ

1 ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।

Gade chapit la Kopi

ପବିତ୍ର ବାଇବଲ

1 ହେ ପରମେଶ୍ୱର, ମୁଁ ଗୀତ ଗାନ ଓ ପ୍ରଶଂସା କରିବି, ମୋର ପ୍ରାଣ ଜାଗ୍ରତ ହୁଅ।

Gade chapit la Kopi




ଗୀତସଂହିତା 108:1
13 Referans Kwoze  

ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।


ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।


ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ।


ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।


ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।


ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା, “ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।


ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।


ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ।


ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


Swiv nou:

Piblisite


Piblisite