ଗୀତସଂହିତା 108:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ। Gade chapit laଓଡିଆ ବାଇବେଲ11 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ ? ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ। Gade chapit laପବିତ୍ର ବାଇବଲ11 କିଏ ମୋତେ ସେହି ସକଳ ସହରକୁ ନେବ? କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ? ତୁମ୍ଭେ ନୁହଁ କି, ପରମେଶ୍ୱର? କିନ୍ତୁ ତୁମ୍ଭେ ଆମ୍ଭକୁ ପରିତ୍ୟାଗ କଲ। ତୁମ୍ଭେ ଆମ୍ଭ ସୈନ୍ୟମାନଙ୍କ ସହିତ ଆଉ ଯାଉ ନାହଁ। Gade chapit la |
ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”