Biblia Todo Logo
Bib sou entènèt

- Piblisite -




ଗୀତସଂହିତା 108:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।

Gade chapit la Kopi

ଓଡିଆ ବାଇବେଲ

12 ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।

Gade chapit la Kopi

ପବିତ୍ର ବାଇବଲ

12 ହେ ପରମେଶ୍ୱର, ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସାହାଯ୍ୟ କର। ଲୋକମାନେ ଆମ୍ଭକୁ ସାହାଯ୍ୟ କରି ପାରିବେ ନାହିଁ।

Gade chapit la Kopi




ଗୀତସଂହିତା 108:12
9 Referans Kwoze  

ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।


ମିସରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।


ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ?


“ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ୱନାକାରୀ ଅଟ।


ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି।


Swiv nou:

Piblisite


Piblisite