Biblia Todo Logo
Bib sou entènèt

- Piblisite -




ଗୀତସଂହିତା 108:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ହେ ପରମେଶ୍ଵର, ତୁମ୍ଭେ ଆକାଶମଣ୍ତଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ।

Gade chapit la Kopi

ଓଡିଆ ବାଇବେଲ

5 ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ।

Gade chapit la Kopi

ପବିତ୍ର ବାଇବଲ

5 ପରମେଶ୍ୱର, ତୁମ୍ଭର ମହାନତାକୁ ଆକାଶ ମଣ୍ତଳରେ ଦେଖାଅ। ତୁମ୍ଭର ମହିମା ସାରା ପୃଥିବୀକୁ ଦେଖିବାକୁ ଦିଅ।

Gade chapit la Kopi




ଗୀତସଂହିତା 108:5
10 Referans Kwoze  

ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।


ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।


ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।


ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।


ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।


ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”


Swiv nou:

Piblisite


Piblisite