ଗୀତସଂହିତା 108:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପରମେଶ୍ୱର ଆପଣା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍କୋତ ଉପତ୍ୟକା ମାପିବି। Gade chapit laପବିତ୍ର ବାଇବଲ (Re-edited) - (BSI)7 ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍କୋତ ଉପତ୍ୟକା ମାପିବି। Gade chapit laଓଡିଆ ବାଇବେଲ7 ପରମେଶ୍ୱର ଆପଣା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍କୋତ ଉପତ୍ୟକା ମାପିବି। Gade chapit laପବିତ୍ର ବାଇବଲ7 ପରମେଶ୍ୱର, ତାଙ୍କ ପବିତ୍ର ମନ୍ଦିରରେ ଉତ୍ତର ଦେଲେ, “ମୁଁ ଯୁଦ୍ଧରେ ଜିତିବି ଏବଂ ଏହି ଜୟଲାଭରେ ଆନନ୍ଦିତ ହେବି। ଏବଂ ଏହି ଦେଶକୁ ମୋର ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦେବି। ମୁଁ ଶିଖିମ୍କୁ ସେମାନଙ୍କୁ ଦେବି। ସୁକ୍କୋତ ଉପତ୍ୟକାକୁ ସେମାନଙ୍କୁ ଦେବି। Gade chapit la |