Biblia Todo Logo
Bib sou entènèt

- Piblisite -




ଗୀତସଂହିତା 109:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ମୋହର ପ୍ରଶଂସାପାତ୍ର ପରମେଶ୍ୱର, ନୀରବ ହୁଅ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ମୋହର ପ୍ରଶଂସାପାତ୍ର ପରମେଶ୍ଵର, ନୀରବ ହୁଅ ନାହିଁ;

Gade chapit la Kopi

ଓଡିଆ ବାଇବେଲ

1 ହେ ମୋହର ପ୍ରଶଂସାପାତ୍ର ପରମେଶ୍ୱର, ନୀରବ ହୁଅ ନାହିଁ;

Gade chapit la Kopi

ପବିତ୍ର ବାଇବଲ

1 ପରମେଶ୍ୱର, ଯାହାଙ୍କୁ ମୁଁ ପ୍ରଶଂସା କରେ, ନୀରବ ରୁହ ନାହିଁ।

Gade chapit la Kopi




ଗୀତସଂହିତା 109:1
9 Referans Kwoze  

ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।


ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।


ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।


ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି।


ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।


ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ୱାସ ଟାଣି ବ୍ୟଗ୍ରଚିତ୍ତ ହେବା।


ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।


କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।


Swiv nou:

Piblisite


Piblisite