Biblia Todo Logo
Bib sou entènèt

- Piblisite -




ଗୀତସଂହିତା 109:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମହାଜନ ତାହାର ସର୍ବସ୍ୱ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମହାଜନ ତାହାର ସର୍ବସ୍ଵ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

11 ମହାଜନ ତାହାର ସର୍ବସ୍ୱ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

11 ସେ ଋଣ ଦେଇଥିବା ଲୋକ ତାଙ୍କର ସର୍ବଶ୍ୱ ନେଇଯାଉ। ଏବଂ ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।

Gade chapit la Kopi




ଗୀତସଂହିତା 109:11
7 Referans Kwoze  

କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯାʼନ୍ତି ଓ କଣ୍ଟା ମଧ୍ୟରୁ ହିଁ ତାହା ନେଇଯାʼନ୍ତି, ଆଉ ଜାଲ ସେମାନଙ୍କ ସମ୍ପତ୍ତିକୁ ଚାହିଁକରି ଥାଏ।


ସେ ଯହିଁ ପାଇଁ ପରିଶ୍ରମ କଲା, ତାହା ଫେରାଇ ଦେବ ଓ ଗ୍ରାସ କରିବ ନାହିଁ; ସେ ଆପଣା ପ୍ରାପ୍ତ ସମ୍ପତ୍ତି ଅନୁସାରେ ଆନନ୍ଦ କରିବ ନାହିଁ।


ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ଡି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ଡି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ।


Swiv nou:

Piblisite


Piblisite