ଗୀତସଂହିତା 109:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି। ସେମାନେ ମିଥ୍ୟାବାଦୀ ଜିହ୍ୱାରେ ମୋʼ ସଙ୍ଗେ କଥା କହିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି। ସେମାନେ ମିଥ୍ୟାବାଦୀ ଜିହ୍ଵାରେ ମୋʼ ସଙ୍ଗେ କଥା କହିଅଛନ୍ତି। Gade chapit laଓଡିଆ ବାଇବେଲ2 କାରଣ ଲୋକମାନେ ମୋ’ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି। ସେମାନେ ମିଥ୍ୟାବାଦୀ ଜିହ୍ୱାରେ ମୋ’ ସଙ୍ଗେ କଥା କହିଅଛନ୍ତି। Gade chapit laପବିତ୍ର ବାଇବଲ2 ଦୁଷ୍ଟ ଲୋକମାନେ ମୋ’ ବିରୁଦ୍ଧରେ ମିଛ କହନ୍ତି। ସେମାନେ ଯେଉଁ କଥା କୁହନ୍ତି ତାହା ସତ୍ୟ ନୁହେଁ। Gade chapit la |