ଗୀତସଂହିତା 109:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର। Gade chapit laପବିତ୍ର ବାଇବଲ (Re-edited) - (BSI)21 ମାତ୍ର ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର। Gade chapit laଓଡିଆ ବାଇବେଲ21 ମାତ୍ର ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ନାମ ସକାଶୁ ମୋ’ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର। Gade chapit laପବିତ୍ର ବାଇବଲ21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରଭୁ। ତେଣୁ ମୋତେ ସେହି ବାଟରେ ଚଲାଅ ଯେଉଁଥିରେ ତୁମ୍ଭ ନାମର ସମ୍ମାନ ଆସୁ। କାରଣ ତୁମ୍ଭେ ଦୟାମୟ, ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର। Gade chapit la |