ଗୀତସଂହିତା 109:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ। Gade chapit laଓଡିଆ ବାଇବେଲ7 ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ। Gade chapit laପବିତ୍ର ବାଇବଲ7 ଯେତେବେଳେ ସେ ନ୍ୟାୟ ଦିଅନ୍ତି, ସେ ଦୋଷୀ ବୋଲି ବାହାର କରିବ ଏବଂ ତାଙ୍କର ପ୍ରାର୍ଥନାକୁ ପାପପୂର୍ଣ୍ଣ ଧରାଯିବ। Gade chapit la |
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;