ଗୀତସଂହିତା 11:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?” Gade chapit laପବିତ୍ର ବାଇବଲ (Re-edited) - (BSI)1 ମୁଁ ସଦାପ୍ରଭୁଙ୍କର ଶରଣାଗତ; ତୁମ୍ଭେମାନେ କିରୂପେ ମୋʼ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ? Gade chapit laଓଡିଆ ବାଇବେଲ1 ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋ’ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ? Gade chapit laପବିତ୍ର ବାଇବଲ1 ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରୟ ନିଏ। ତେଣୁ କାହିଁକି ମୋତେ ଲୁଚିବାକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?” Gade chapit la |
ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”