ଗୀତସଂହିତା 110:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ। Gade chapit laଓଡିଆ ବାଇବେଲ6 ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ। Gade chapit laପବିତ୍ର ବାଇବଲ6 ପରମେଶ୍ୱର ଦେଶଗୁଡ଼ିକର ବିଗ୍ଭର କରିବେ। ଏହି ଭୂମିସବୁ ମୃତ ଦେହରେ ଆଚ୍ଛାଦିତ ହେବ। ସେ ପୃଥିବୀର ଶକ୍ତିଶାଳୀ ନେତାମାନଙ୍କୁ ଧ୍ୱଂସ କରିବେ। Gade chapit la |
ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।