ଗୀତସଂହିତା 112:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳି ଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦ; ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ। Gade chapit laଓଡିଆ ବାଇବେଲ10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ। Gade chapit laପବିତ୍ର ବାଇବଲ10 ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ। ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ। Gade chapit la |