ଗୀତସଂହିତା 113:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ, Gade chapit laପବିତ୍ର ବାଇବଲ (Re-edited) - (BSI)4 ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ତଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ଵରେ, Gade chapit laଓଡିଆ ବାଇବେଲ4 ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ, Gade chapit laପବିତ୍ର ବାଇବଲ4 ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ। Gade chapit la |