Biblia Todo Logo
Bib sou entènèt

- Piblisite -




ଗୀତସଂହିତା 113:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

8 ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି। ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।

Gade chapit la Kopi




ଗୀତସଂହିତା 113:8
7 Referans Kwoze  

ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜାଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି।


ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ।


ଫାରୋ ଯୋଷେଫଙ୍କୁ ଆହୁରି କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ସମୁଦାୟ ମିସର ଦେଶ ଉପରେ ନିଯୁକ୍ତ କଲୁ।”


ଯେଉଁ କପୋତର ହରିତ୍‍ ସୁବର୍ଣ୍ଣ-ମଣ୍ଡିତ ଡେଣା, ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ?


ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।


Swiv nou:

Piblisite


Piblisite