Biblia Todo Logo
Bib sou entènèt

- Piblisite -




ଗୀତସଂହିତା 113:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେ ବନ୍ଧ୍ୟା ସ୍ତ୍ରୀକି ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi

ଓଡିଆ ବାଇବେଲ

9 ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ

9 ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ। କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର!

Gade chapit la Kopi




ଗୀତସଂହିତା 113:9
10 Referans Kwoze  

ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କ ଭୂମିରେ ବାସ କରନ୍ତି।


ଯେଉଁମାନେ ପରିତୃପ୍ତ ଥିଲେ, ସେମାନେ ଆପେ ଖାଦ୍ୟ ନିମନ୍ତେ ବେତନଜୀବୀ ହୋଇଅଛନ୍ତି ଓ ଯେଉଁମାନେ କ୍ଷୁଧିତ ଥିଲେ, ସେମାନେ ବିଶ୍ରାମ ପାଇଅଛନ୍ତି; ହଁ, ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ଯାହାର ଅନେକ ସନ୍ତାନସନ୍ତତି ଥିଲେ, ସେ ନିସ୍ତେଜ ହେଉଅଛି।


“ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦଧ୍ୱନି କର, କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।


ଯେଣୁ ଲେଖାଅଛି, “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚସ୍ୱରରେ ଜୟଧ୍ୱନି କର; କାରଣ ସଧବାର ସନ୍ତାନଠାରୁ ଅନାଥର ସନ୍ତାନ ଅଧିକ।”


ଇସ୍‌ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।


ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।


ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।


Swiv nou:

Piblisite


Piblisite