Biblia Todo Logo
Bib sou entènèt

- Piblisite -




ଗୀତସଂହିତା 114:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?

Gade chapit la Kopi

ଓଡିଆ ବାଇବେଲ

5 ତୁମ୍ଭର କ’ଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ ?

Gade chapit la Kopi

ପବିତ୍ର ବାଇବଲ

5 ହେ ସୂଫସାଗର, ତୁମ୍ଭେ କାହିଁକି ଘୁଞ୍ଚିଗଲ? ହେ ଯର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?

Gade chapit la Kopi




ଗୀତସଂହିତା 114:5
2 Referans Kwoze  

ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣ ସ୍ୱରୂପ ରଥସମୂହରେ ଆରୋହଣ କଲ?


Swiv nou:

Piblisite


Piblisite