Biblia Todo Logo
Bib sou entènèt

- Piblisite -




ଗୀତସଂହିତା 114:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?

Gade chapit la Kopi

ଓଡିଆ ବାଇବେଲ

6 ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ ?

Gade chapit la Kopi

ପବିତ୍ର ବାଇବଲ

6 ହେ ପର୍ବତଗଣ, ତୁମ୍ଭେ କାହିଁକି ମେଷମାନଙ୍କ ପରି ଡେଇଁଲ? ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମେଷ ଶାବକଙ୍କ ପରି ଡେଇଁଲ?

Gade chapit la Kopi




ଗୀତସଂହିତା 114:6
3 Referans Kwoze  

ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।


ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।


ସେ ପୃଥିବୀକୁ ସ୍ୱ ସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ।


Swiv nou:

Piblisite


Piblisite