Biblia Todo Logo
Bib sou entènèt

- Piblisite -




ଗୀତସଂହିତା 115:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏବେ ସେମାନଙ୍କର ପରମେଶ୍ଵର କାହାନ୍ତି, ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ?

Gade chapit la Kopi

ଓଡିଆ ବାଇବେଲ

2 “ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ ?

Gade chapit la Kopi

ପବିତ୍ର ବାଇବଲ

2 କାହିଁକି ଅନ୍ୟ ଦେଶୀୟମାନେ କହିବେ ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?

Gade chapit la Kopi




ଗୀତସଂହିତା 115:2
10 Referans Kwoze  

ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?”


ଅନ୍ୟ ଦେଶୀୟମାନେ କାହିଁକି କହିବେ, ସେମାନଙ୍କର ପରମେଶ୍ୱର କାହାନ୍ତି? ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।


ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?


‘ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ,’ ଏପରି କଥା ମିସରୀୟମାନେ କାହିଁକି ଗଳ୍ପ କରିବେ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ।


ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”


ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


Swiv nou:

Piblisite


Piblisite