Biblia Todo Logo
Bib sou entènèt

- Piblisite -




ଗୀତସଂହିତା 116:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବା ଯାଏ, ତାହାଙ୍କ ନିକଟରେ ପ୍ରାର୍ଥନା କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବାଯାଏ ତାହାଙ୍କ ନିକଟରେ ପ୍ରାର୍ଥନା କରିବି।

Gade chapit la Kopi

ଓଡିଆ ବାଇବେଲ

2 ସେ ମୋ’ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବାଯାଏ, ତାହାଙ୍କ ନିକଟରେ ପ୍ରାର୍ଥନା କରିବି।

Gade chapit la Kopi

ପବିତ୍ର ବାଇବଲ

2 ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ ଉତ୍ତର ଦେଲେ।

Gade chapit la Kopi




ଗୀତସଂହିତା 116:2
13 Referans Kwoze  

ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।


କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।


କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,


ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।


ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;


ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;


ସେ କି ସର୍ବଶକ୍ତିମାନ ପରମେଶ୍ୱରଙ୍କଠାରେ ଆନନ୍ଦ କରିବ ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ?


ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋʼ ନିବେଦନର ରବ ଶୁଣିଅଛନ୍ତି।


କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।


କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା।


Swiv nou:

Piblisite


Piblisite