Biblia Todo Logo
Bib sou entènèt

- Piblisite -




ଗୀତସଂହିତା 117:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi

ଓଡିଆ ବାଇବେଲ

2 କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ

2 କାରଣ ପରମେଶ୍ୱର ଆମ୍ଭମାନଙ୍କୁ ବହୁତ ପ୍ରେମ କରନ୍ତି! ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ୟ ରହିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi




ଗୀତସଂହିତା 117:2
11 Referans Kwoze  

ହେ ସଦାପ୍ରଭୋ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍‍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।


କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ।


ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି।


ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;


ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।


ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।


ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;


Swiv nou:

Piblisite


Piblisite