Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

Gade chapit la Kopi

ଓଡିଆ ବାଇବେଲ

11 ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

Gade chapit la Kopi

ପବିତ୍ର ବାଇବଲ

11 ଶତ୍ରୁଗଣ ବାରମ୍ବାର ମୋତେ ଘେରି ରହୁଛନ୍ତି। ମୁଁ ସେମାନଙ୍କୁ ସଦାପ୍ରଭୁଙ୍କ ଶକ୍ତିରେ ପରାସ୍ତ କରିବି।

Gade chapit la Kopi




ଗୀତସଂହିତା 118:11
6 Referans Kwoze  

ତାହାସବୁ ସାରାଦିନ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ।


ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।


ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।


ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।


ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋʼ ଠାରୁ ଦୂରରେ ଓ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।


Swiv nou:

Piblisite


Piblisite