ଗୀତସଂହିତା 118:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମୋʼ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଦ୍ୱାରା ଧାର୍ମିକମାନେ ପ୍ରବେଶ କରନ୍ତି; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। Gade chapit laପବିତ୍ର ବାଇବଲ (Re-edited) - (BSI)19 ମୋʼ ପାଇଁ ଧର୍ମର ଦ୍ଵାରସବୁ ଫିଟାଅ; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। Gade chapit laଓଡିଆ ବାଇବେଲ19 ମୋ’ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଵାରା ଧାର୍ମିକମାନେ ପ୍ରବେଶ କରନ୍ତି; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। Gade chapit laପବିତ୍ର ବାଇବଲ19 ହେ ପରମେଶ୍ୱର, ମୋ’ ପାଇଁ ସତ୍ୟତାର ଫାଟ ସବୁ ଫିଟାଅ। ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି। Gade chapit la |