Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi

ଓଡିଆ ବାଇବେଲ

2 ଇସ୍ରାଏଲ ଏବେ କହନ୍ତୁ ଯେ, “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।”

Gade chapit la Kopi

ପବିତ୍ର ବାଇବଲ

2 ଇସ୍ରାଏଲ ଏବେ କହନ୍ତୁ, “ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”

Gade chapit la Kopi




ଗୀତସଂହିତା 118:2
7 Referans Kwoze  

ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;


ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।


ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ବରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ।


Swiv nou:

Piblisite


Piblisite