Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହି ସଦାପ୍ରଭୁଙ୍କ ଦ୍ୱାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏହି ସଦାପ୍ରଭୁଙ୍କ ଦ୍ଵାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।

Gade chapit la Kopi

ଓଡିଆ ବାଇବେଲ

20 ଏହି ସଦାପ୍ରଭୁଙ୍କ ଦ୍ୱାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।

Gade chapit la Kopi

ପବିତ୍ର ବାଇବଲ

20 ଏହିସବୁ ସଦାପ୍ରଭୁଙ୍କର ଦ୍ୱାର ସମୂହ। କେବଳ ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରି ପାରିବେ।

Gade chapit la Kopi




ଗୀତସଂହିତା 118:20
7 Referans Kwoze  

ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର।


ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।


ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।


Swiv nou:

Piblisite


Piblisite