Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

21 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନାର ଉତ୍ତର ଦେଇଥିବାରୁ ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଛି। ମୋତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ୟବାଦ।

Gade chapit la Kopi




ଗୀତସଂହିତା 118:21
7 Referans Kwoze  

ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି।


ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;


ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”


ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।


Swiv nou:

Piblisite


Piblisite