Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।

Gade chapit la Kopi

ଓଡିଆ ବାଇବେଲ

23 ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।

Gade chapit la Kopi

ପବିତ୍ର ବାଇବଲ

23 ଏହାସବୁ ସଦାପ୍ରଭୁଙ୍କ କର୍ମ, କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ଯ୍ୟ।

Gade chapit la Kopi




ଗୀତସଂହିତା 118:23
8 Referans Kwoze  

ପରମେଶ୍ୱର ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟକର୍ମ କରନ୍ତି;


“‘ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ।’”


ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,


ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।


Swiv nou:

Piblisite


Piblisite