Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର।

Gade chapit la Kopi

ଓଡିଆ ବାଇବେଲ

25 ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର।

Gade chapit la Kopi

ପବିତ୍ର ବାଇବଲ

25 ଲୋକମାନେ କହନ୍ତି, “ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର। ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।”

Gade chapit la Kopi




ଗୀତସଂହିତା 118:25
5 Referans Kwoze  

ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।


ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।


ହେ ସଦାପ୍ରଭୋ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।


ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।


ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋʼ ବେକ ପର୍ଯ୍ୟନ୍ତ ଜଳରାଶି ଆସିଅଛି।


Swiv nou:

Piblisite


Piblisite