ଗୀତସଂହିତା 118:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)26 ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ। Gade chapit laଓଡିଆ ବାଇବେଲ26 ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ। Gade chapit laପବିତ୍ର ବାଇବଲ26 ଯାଜକମାନେ କହନ୍ତି, “ଯିଏ ସଦାପ୍ରଭୁଙ୍କ ନାମରେ ଆସନ୍ତି ତାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ। ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ଆଶୀର୍ବାଦ କରୁ। Gade chapit la |