ଗୀତସଂହିତା 118:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ। Gade chapit laପବିତ୍ର ବାଇବଲ (Re-edited) - (BSI)27 ସଦାପ୍ରଭୁ ପରମେଶ୍ଵର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ଵାରା ବଳିକି ବାନ୍ଧ। Gade chapit laଓଡିଆ ବାଇବେଲ27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ। Gade chapit laପବିତ୍ର ବାଇବଲ27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି। ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି। ଯଜ୍ଞବେଦିର ଶିଙ୍ଗରେ ରଜ୍ଜୁଦ୍ୱାରା ମେଷକୁ ବାନ୍ଧ।” Gade chapit la |