Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi

ଓଡିଆ ବାଇବେଲ

4 ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।”

Gade chapit la Kopi

ପବିତ୍ର ବାଇବଲ

4 ହେ ସଦାପ୍ରଭୁଙ୍କର ଉପାସନା କରୁଥିବା ଲୋକମାନେ, ଏହା କୁହ, “ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”

Gade chapit la Kopi




ଗୀତସଂହିତା 118:4
5 Referans Kwoze  

ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।


ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, “ହେ ଈଶ୍ବରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର।”


କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।


ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।


ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।


Swiv nou:

Piblisite


Piblisite