ଗୀତସଂହିତା 119:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛିନ୍ତ ମୋତେ ତୁମ୍ଭ ଆଜ୍ଞାପଥରୁ ଭ୍ରମିବାକୁ ଦିଅ ନାହିଁ। Gade chapit laଓଡିଆ ବାଇବେଲ10 ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ। Gade chapit laପବିତ୍ର ବାଇବଲ10 ସଦାପ୍ରଭୁ, ମୁଁ ଚେଷ୍ଟା କରିବି ମୋର ସର୍ବାନ୍ତକରଣ ହୃଦୟରେ ତୁମ୍ଭର ସେବା କରିବି। ତୁମ୍ଭର ଆଜ୍ଞାରୁ ଗ୍ଭଲିଯିବାକୁ ମୋତେ ପ୍ରତିରୋଧ କର। Gade chapit la |
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”